Year: 2020

ପୁଣି ଡିଏଲ୍ ଓ ଏଲଏଲ୍ ପାଇଁ ସ୍ଲଟ ବୁକିଂ ବାତିଲ କଲେ ପରିବହନ କମିସନର

ଭୁବନେଶ୍ୱର,(ନି.ପ୍ର) : ଅ ।ଜିଠାରୁ ଡ୍ରାଇଭିଂ ଲାଇସେନ୍ସ ( ଡିଏଲ୍‌) ଓ ଲର୍ଣ୍ଣିଂ ଲାଇସେନ୍ସ (ଏଲଏଲ) ପାଇଁ ସ୍ଲଟ ବୁକିଂ ହେ ବୋଲି ଗତକାଲି ପରିବହନ କମିସନର...

କିମ୍‌ସ କୋଭିଡ ହସପିଟାଲରେ ହଜାରେ ରୋଗୀ ଚିକିତ୍ସିତ

ଭୁବନେଶ୍ୱର, (ନି.ପ୍ର) : କିମ୍‌ସ ଓଡ଼ିଶା କୋଭିଡ ହସପିଟାଲରେ ଜୁନ ୧୧ ସୁଦ୍ଧା ୧୦୨୦ ରୋଗୀ ଚିକିତ୍ସିତ ହୋଇଛନ୍ତି । ଓଡ଼ିଶାର ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସିତ...

ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ଜଷ୍ଟିସ୍ ସାବିତ୍ରୀ ରଥଙ୍କ ଶପଥ

କଟକ, (ନି.ପ୍ର) : ଓଡିଶା ହାଇକୋର୍ଟରେ ବିଚାରପତି ଭାବେ ଗୁରୁବାର ଜଷ୍ଟିସ୍ ସାବିତ୍ରୀ ରଥ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟର ପୁରୁଣା କନ୍‌ଫରେନ୍ସ ହଲରେ ନିରାଡ଼ମ୍ବର...

ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ବାତିଲ

ଭୁବନେଶ୍ୱର, (ନି.ପ୍ର) : ଶିକ୍ଷା ବର୍ଷ ୨୦୧୯-୨୦ରେ ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ବାକି ଥିବା ପରୀକ୍ଷା ବାତିଲ ହୋଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ...

ୟଙ୍ଗ୍ ଅର୍ବାନ ୱିମେନ୍ ଫୋରମ୍‌ର ପ୍ରତିନିଧିଙ୍କୁ ଡିଗିନିଟି କିଟ୍ ବିତରଣ

ଭୁବନେଶ୍ୱର, (ପ୍ରବାହ ନ୍ୟୁଜ୍‌): ମହିଳା ଓ ଯୁବତୀ ମାନଙ୍କର ଋତୁସ୍ରାବ ସଂକ୍ରାନ୍ତିୟ ଅନ୍ଧବିଶ୍ୱାସକୁ ଦୂର କରିବା, ପରିଷ୍କାର ଓ ପରିଚ୍ଛନ୍ନତାକୁ ଅଧିକ ପ୍ରାଧାନ୍ୟ ଦେବା ଲକ୍ଷ୍ୟରେ ଆକ୍ସନ୍‌ଏଡ୍‌,...

ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ସୀମାନ୍ତ ଜିଲାକୁ ପଙ୍ଗପାଳ ଅ ।ଲର୍ଟଭୁବନେଶ୍ୱର, (ପ୍ରବାହ ନ୍ୟୁଜ୍‌): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ରାଜ୍ୟରେ ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯଇଛି...

ସକ୍ରିୟ ସଂକ୍ରମଣରେ ବିଶ୍ୱର ୪ର୍ଥ ସ୍ଥାନରେ ଭାରତ

ଅ ।କ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ଟପିଲାନୂଅ ।ଦିଲ୍ଲୀ, (ଏଜେନ୍ସି): ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ଟପିଛି । ସଂକ୍ରମଣ କ୍ଷେତ୍ରରେ ବିଶ୍ୱରେ ଭାରତ ସପ୍ତମ ସ୍ଥାନରେ ରହିଥିବା...

ଦେଶରେ ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ମୋଦୀ ଅଧିକ ଲୋକପ୍ରିୟ

ଦେଶରେ ମୋଦୀଙ୍କୁ ନେଇ ୬୫ ପ୍ରତିଶତ ଲୋକ ସନ୍ତୁଷ୍ଟଭୁବନେଶ୍ୱର, (ପ୍ରବାହ ନ୍ୟୁଜ୍‌): ପୁଣି ଥରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ...

ଭାରତ ପୁଣି ଆର୍ଥିକ ଅଭିବୃଦ୍ଧି ପଥକୁ ଫେରିବ : ମୋଦୀ

ନୂଆଦିଲ୍ଲୀ, (ଏଜେନ୍ସି): ମହାମାରୀ କରୋନା ସଙ୍କଟ ମଧ୍ୟରେ ଦେଶର ଅ ।ର୍ଥିକ ସ୍ଥିତି ବିଗିଡି ଯାଇଛି । କେନ୍ଦ୍ର ସରକାର ଦେଶର ଅର୍ଥ ବ୍ୟବସ୍ଥାକୁ ସଜାଡିବା ପାଇଁ...

ଶ୍ରୀ ଜଗନ୍ନାଥଙ୍କ ସେନାପଟା ଓ ବାହୁଟ ସେବା ପାଇଁ ପଠାଗଲା ବଉଳଗଛ

ସାକ୍ଷୀଗୋପାଳ, (ପ୍ରବାହ ନ୍ୟୁଜ୍‌): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରାରେ ସେବାପାଇଁ ମଙ୍ଗଳବାର ର୍ନିଜଳା ଏକାଦଶୀଦିନ ବଉଳ କାଠ ସାକ୍ଷୀଗୋପାଳରୁ ପଠାଯାଇଛି । କାହିଁ କେଉଁକାଳରୁ ପରମ୍ପରା...