ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅଞ୍ଚଳରେ ଆଜି ପୂର୍ବହ୍ନରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ୧୩...