ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ବଜିତ ମହାପାତ୍ର ଗିରଫ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ବର/ସୁନ୍ଦରଗଡ଼: ଆୟ ବର୍ହିଭୂତ ସଂପତ୍ତି ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ବଜିତ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଆଜି ଫେବ୍ରୁଆରି ୧୩ ତାରିଖରେ...