ଘଣ୍ଟାପ୍ରତି ୨୫ କିମି ବେଗରେ ଗତି କରୁଛି ସାମୁଦ୍ରିକ ବାତ୍ୟା ‘ଅସାନି’; ୧୧ ସକାଳ ସୁଦ୍ଧା ଓଡ଼ିଶା ଉପକୂଳର ନିକଟବର୍ତ୍ତୀ ହେବ
ନୂଆଦିଲ୍ଲୀ/ ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ଆଖପାଖ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଉପରେ ଥିବା ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ଏବେ ସମୁଦ୍ର ଭିତରେ ଭୀଷଣ ରୂପ...