Day: March 13, 2023

ଅମିତ ଶାହଙ୍କୁ ବିଆର୍‌ଏସ୍‌ର କଟାକ୍ଷ: ‘ୱାସିଂ ପାଉଡର ନିର୍ମା’ ହୋର୍ଡିଂ ମାରିଲା

ନୂଆଦିଲ୍ଲୀ : ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ) ରବିବାର କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ହାଇଦ୍ରାବାଦରେ ସ୍ବାଗତ କରିବାପାଇଁ ‘ୱାସିଂ ପାଉଡର ନିର୍ମା’ ହୋର୍ଡିଂ ଲଗାଇଛି।...

ଇମ୍ରାନ ଖାନଙ୍କ ବିରୋଧରେ ଜାରି ହେଲା ଜାମିନ ବିହୀନ ଗିରଫ ପରୱାନା

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଜାରି ହେଲା ଜାମିନ ବିହୀନ ଗିରଫ ପରୱାନା।ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସୋମବାର ଇମ୍ରାନ ଖାନଙ୍କ ବିରୋଧରେ...

ଟାଟା ଷ୍ଟିଲ୍ କଳିଙ୍ଗନଗର ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

କଳିଙ୍ଗନଗର, ୧୩ ମାର୍ଚ୍ଚ ୨୦୨୩: ଆନ୍ତର୍ଜାତିକ ମହିଳା ଦିବସ ପାଳନ ପରିପ୍ରେକ୍ଷୀରେ ସୋମବାର ଟାଟା ଷ୍ଟିଲ କଳିଙ୍ଗନଗରର ମାନବ ସମ୍ବଳ ବିଭାଗ ପକ୍ଷରୁ ପ୍ଲଟ୍‌-୨ ହାଉସିଂ କମ୍ପେ୍ଲକ୍ସରେ...

‘ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌’ ବିଭାଗରେ ‘ଓସ୍କାର୍‌’ ପାଇଲା ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ

ନୂଆଦିଲ୍ଲୀ: ଭାରତୀୟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ ୯୫ତମ ‘ଏକାଡେମି ଆୱାର୍ଡସ୍‌’ରେ ‘ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌’ ବର୍ଗରେ ‘ଓସ୍କାର୍‌’ ବିଜୟୀ ହୋଇଛି। ଏଥିସହ ଏହି ବର୍ଗରେ...

ଅଷ୍ଟ୍ରେଲିଆର ବାଣିଜ୍ୟ ଏବଂ ପର୍ଯ୍ୟଟନ ମନ୍ତ୍ରୀ ଡନ୍ ଫାରେଲଙ୍କ ଦ୍ୱାରା ସେୟାର କରାଯାଇଥିବା ଜୀବନର ଅନୁଭୂତି ଉପରେ ଏକ ଲେଖାକୁ ଟୁଇଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମୃଦ୍ଧ ସାଂସ୍କୃତିକ ସଂଯୋଗ ସମ୍ପର୍କରେ ଏକ ଟୁଇଟ୍ କରିଛନ୍ତି । ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ...

କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ପ୍ରମୁଖ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ – ମହୀଶୂର ଏକ୍ସପ୍ରେସୱେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ମହୀଶୂର - କୁଶାଲନଗର ୪ ଲେନ ବିଶିଷ୍ଟ ରାଜପଥ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି...