ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାମ୍ବାଦିକ କଲ୍ୟାଣ ଯୋଜନା ୱେବ୍ ପୋର୍ଟାଲ ଲୋକାର୍ପିତ
ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା କରିଛନ୍ତି: ମାନ୍ୟବର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ତା.୦୭/୦୭/୨୦୨୩ :ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ...