ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ପକ୍ଷରୁ ସକ୍ଷମ ଓ ଆଇଆଇଟି ଦିଲ୍ଲୀର ଆସିଷ୍ଟେକ୍ ଲ୍ୟାବ୍ର ଅଭିଯାନ ‘ଜ୍ୟୋତିର ଗମୟ’ ସହ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର: ଆସିଷ୍ଟିଭ୍ ଟେକ୍ନୋଲୋଜି ରେ ଦୃଷ୍ଟିହୀନମାନଙ୍କୁ ଚିହ୍ନଟ କରି ପ୍ରଶିକ୍ଷଣ ପ୍ରଦାନ କରିବା ଲାଗି ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ପକ୍ଷରୁ ସକ୍ଷମ ଓ ଆଇଆଇଟି ଦିଲ୍ଲୀର ଆସିଷ୍ଟେକ୍...