ଓଡ଼ିଶାକୁ କେନ୍ଦ୍ର ତରଫରୁ ଗତବର୍ଷଋ ୪ ଲକ୍ଷ ମେଟି୍ରକ୍ ଟନ୍ ୟୁରିଆ ଯୋଗାଣକୁଅବ୍ୟାହତ ରଖିବା ପାଇଁ କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଦାବି
ଭୁବନେଶ୍ୱର, ୩୦/୦୬/୨୦୨୩ ରାଜ୍ୟର ଚାଷୀମାନେ କୃଷିକାର୍ଯ୍ୟରେ ପାରମ୍ପରିକ ୟୁରିଆ ସାର ବ୍ୟବହାର କରିଥାଆନ୍ତି । ରାଜ୍ୟରେ ‘ନାନୋ’ ୟୁରିଆ ସାରର ପ୍ରଚଳନ ଆରମ୍ଭ ହୋଇଯାଇଛି । ଚାଷୀମାନେ...