Day: October 17, 2023

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୭ରେ ସର୍ବବୃହତ ସାମୁଦ୍ରିକ ସମାରୋହ ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩କୁ ଉଦଘାଟନ କରିବେ

ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଦ୍ୱାରା ଅକ୍ଟୋବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ବିକେସିର ଏମଏମଆରଡିଏ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି...