ଏସୀୟ କ୍ରୀଡ଼ା ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଠାରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ...