Day: June 5, 2025

ଠିକ୍ ସମୟରେ ବିଦ୍ୟୁତ୍ ବିଲ୍ ପୈଠ କରି ଟିପିସିଓଡିଏଲ୍‌ର ୮୯ ଜଣ ଉପଭୋକ୍ତା ଜିତିଲେ ମୋବାଇଲ୍ ଫୋନ୍ ସହ ଆକର୍ଷଣୀୟ ପୁରସ୍କାର

ଭୁବନେଶ୍ୱର: ପ୍ରବାହ ନ୍ୟୁଜ୍ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ ଭୁବନେଶ୍ୱରର...