କିଟ୍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ଶୀଷର୍କ ଅନ୍ତର୍ଜାତୀୟ ସମ୍ମିଳନୀ ଉଦଘାଟିତ
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ...
