ଶିଶିର ସରସର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାଓ ସହଯୋଗୀ ଉଦ୍ୟୋଗ ଉପରେ କର୍ମଶାଳା
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା(MKUY)ଓ ସହଯୋଗୀ ଉଦ୍ୟୋଗ ପ୍ରୋତ୍ସାହନ ପଦକ୍ଷେପ...
