ସିବିଏସ୍ଇ ଦଶମଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କିଟ୍ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା
ଭୁବନେଶ୍ୱର,୧୫ ।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରାପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଦଶମ ଶ୍ରେଣୀରେ କିଟ୍ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର...
