କିଟ୍ ଓ କିସ୍ପକ୍ଷରୁ ଫେମିନା ମିସ୍ ଇଣ୍ଡିଆ ୨୦୨୬ ପ୍ରତିଯୋଗୀଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୧୨ ।୪: ଏପ୍ରିଲ୧୮ତାରିଖରେ କିଟ୍ ରେ ଅନୁଷ୍ଠିତ ହେବାକୁଥିବା ୬୧ତମ ଫେମିନା ମିସ୍ ଇଣ୍ଡିଆ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦେଶବ୍ୟାପୀ ୩୦ ଜଣରାଜ୍ୟ ବିଜେତା ଆଜି କ୍ୟାମ୍ପସରେ ପହଞ୍ଚିବା...
