ରାଜ୍ୟ କ୍ୟାବିନେଟ: ୩୩ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଏକାଧିକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା । ଆଜିର କ୍ୟାବିନେଟ ବୈଠକରେ ୩୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ବନ୍ୟା ନିୟନ୍ତ୍ରଣ ପାଇଁ ୨ ଶହ କୋଟି ବ୍ୟୟରେ ବୈତରଣୀ ନଦୀରେ ୨ଟି ବ୍ୟାରେଜ ନିର୍ମାଣ କରାଯିବା ନେଇ କ୍ୟାବିନେଟରେ ମଞ୍ଜୁରୀ ମିଳିଛି ।

Leave a Reply

Your email address will not be published. Required fields are marked *