ଏସୀୟ କ୍ରୀଡ଼ା ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

0
image_editor_output_image1400517598-1696531947160.jpg

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଠାରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା କିଶୋର ଜେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି:

‘‘ଏସୀୟ କ୍ରୀଡ଼ାରେ ପୁରୁଷ ଜାଭେଲିନ୍‌ରେ ଆମର ସଫଳତା ଉଲ୍ଲେଖନୀୟ। ଭାରତକୁ ରୌପ୍ୟ ପଦକ ମଧ୍ୟ ଆସିଛି। ଏହି ପ୍ରତିଯୋଗିତାରେ ଏହି ଚମତ୍କାର ରୌପ୍ୟ ପଦକ ଜିତିଥିବାରୁ କିଶୋର ଜେନାଙ୍କୁ ଅଭିନନ୍ଦନ । ଏହି ବିଜୟକୁ ଦେଶ ପ୍ରଶଂସା କରୁଛି।’’

Leave a Reply

Your email address will not be published. Required fields are marked *

You may have missed