ଶସ୍ତା ଲୋକଙ୍କଠାରୁ ସମ୍ମାନ ଆଶା କରିବା ଭୁଲ
ମୁମ୍ବାଇ: ଗୁରୁବାର ଦିନ ୬୮ତମ ଫିଲ୍ମଫେୟାର ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଫିଲ୍ମ ଓ କଳକାରଙ୍କୁ ଫିଲ୍ମଫେୟାର ପୁରସ୍କାର ଦିଆଯାଇ ସମ୍ମାନିତ...
ମୁମ୍ବାଇ: ଗୁରୁବାର ଦିନ ୬୮ତମ ଫିଲ୍ମଫେୟାର ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଫିଲ୍ମ ଓ କଳକାରଙ୍କୁ ଫିଲ୍ମଫେୟାର ପୁରସ୍କାର ଦିଆଯାଇ ସମ୍ମାନିତ...
ମୁମ୍ବାଇ: ଅଭିନେତ୍ରୀ ଜିଆ ଖାନ୍ଙ୍କ ଆତ୍ମହତ୍ୟା ମାମଲାରେ ଆଜି ‘ସିବିଆଇ’ର ସ୍ବତନ୍ତ୍ର ଅଦାଲତ ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ପୁତ୍ର ସୂରଜ ପାଞ୍ଚୋଲିଙ୍କୁ ଦୋଷମୁକ୍ତ କରିଛନ୍ତି। ଯଥେଷ୍ଟ ପ୍ରମାଣ...
ମୁମ୍ବାଇ: ଆଜିକାଲି ସୋସିଆଲ୍ ମିଡିଆ ଜରିଆରେ ଠକାମିର ଶିକାର ହେବା କିଛି ବଡ଼ କଥା ନୁହେଁ। ଏପରି ଅନେକ ଘଟଣା ବାରମ୍ବାର ଦେଖିବାକୁ ମିଳୁଛି। ନିକଟରେ ୨ ଜଣ...
ଭୁବନେଶ୍ୱର ଏପ୍ରିଲ ୨୭, ୨୦୨୩: ବେଦାନ୍ତ ଲିମିଟେଡ୍ - ଆଲୁମିନିୟମ୍ ବ୍ୟବସାୟ (ବେଦାନ୍ତ ଆଲୁମିନିୟମ୍) ଏହାର ସେଜ ସ୍ମେଲଟରରେ ଏଏସଆଇ କାର୍ଯ୍ୟଦକ୍ଷତା ମାନକ ଭି୨ (୨୦୧୭) ପ୍ରମାଣପତ୍ର...
କିସ୍ ପରିଦର୍ସନ ରେ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ୱର୍ ,୨୫ା୪: ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ଆର୍ଏସ୍ଏସ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଇନ୍ଦ୍ରେଶ କୁମାର...
ଆଲୁମିନା ରିଫାଇନାରୀ କାର୍ଯ୍ୟରେ ବିଭିନ୍ନ କାର୍ଯ୍ୟପାଇଁ ୭୩ ସ୍ନାତକ ଯୁବକଙ୍କୁ ନିଯୁକ୍ତି ଦିଆଯାଇଛି ଲଞ୍ଜୀଗଡ, କାଲାହାଣ୍ଡି; ଏପ୍ରିଲ ୨୫, ୨୦୨୩ : ବେଦାନ୍ତ ଲିମିଟେଡ, ଧାତୁଗତ ଗ୍ରେଡ୍...
ନୟାଗଡ଼: ନୟାଗଡ ଜିଲ୍ଲା ଖଣ୍ଡପଡା ର ପୋଲିସ ଅଫିସର ଶ୍ରୀ ପ୍ରଭାତ ମଲିକ ସମଗ୍ର ଓଡିଶା ର ଏସଡ଼ିପିଓ ଙ୍କ କାର୍ଯ୍ୟ ସମ୍ପାଦନା ଦକ୍ଷତା କ୍ଷେତ୍ରରେ ଦ୍ୱତୀୟ...
ଓ୍ବାସିଂଟନ : ଆସନ୍ତା ୨୦୨୪ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପୁଣି ପ୍ରାର୍ଥୀ ହେବାକୁ ଘୋଷଣା କରିଛନ୍ତି ଜୋ ବାଇଡେନ । ଏକ ଟୁଇଟ୍ କରି...
ଭୁବନେଶ୍ୱର: ତଳିପେଟରେ ଯନ୍ତ୍ରଣା, ପେଟ ଫୁଲିବା, ବାରମ୍ବାର ଝାଡ଼ାରେ ପରିବର୍ତ୍ତନ ହେଉଥିଲେ ସାଧାରଣତଃ ଏହା ଅନ୍ତ୍ର ସମସ୍ୟା (ଇରିଟେବଲ୍ ବାଉଲ୍ ସିଣ୍ଡ୍ରୋମ୍ ବା ଇବିସି) ବୋଲି ଡାକ୍ତରମାନେ କହିଥାନ୍ତି। ଏହି ସମସ୍ୟା କ୍ରମାଗତ ଲାଗି ରହିଲେ ଏହା ଏକ ପୁରାତନ ରୋଗରେ ପରିଣତ ହୋଇଥାଏ। ଡାକ୍ତରଙ୍କ ପରାମର୍ଶ କ୍ରମେ ପରିମାର୍ଜିତ ଜୀବନଶୈଳୀ ଆପଣାଇଲେ ଏହି ସମସ୍ୟା ଦୂର ହୋଇପାରିବ ବୋଲି କିମ୍ସ-ଭୁବନେଶ୍ୱରର ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଏବଂ ହେପାଟୋଲୋଜି ବିଶେଷଜ୍ଞ ଡା. ପ୍ରିତମ୍ ନାଥ ପ୍ରକାଶ କରିଛନ୍ତି। ଲାଳଯୁକ୍ତ ମଳ, ଝାଡ଼ା ପରେ ପେଟରେ ଆଉ କିଛି ମଳ ରହିବା ଭଳି ଅନୁଭବ ହେବା ଆଦି ଏହି ରୋଗର ଲକ୍ଷଣ। ଅନ୍ତ୍ରରେ ଅତ୍ୟଧିକ ସମ୍ବେଦନଶୀଳତା, ମାନସିକ ବିସାଦ ଓ ଅନ୍ତ୍ରରେ ଜୀବାଣୁ ଆଦି ଜଟିଳ ଓ ବହୁକ୍ରିୟାତ୍ମକ ବିକାର ରହିଲେ ଏହି ରୋଗ ହୋଇଥାଏ ବୋଲି ବିଶେଷଜ୍ଞମାନେ ମତ ଦେଇଥାନ୍ତି। ଏହା ଏକ ସାଧାରଣ ସମସ୍ୟା ହୋଇଥିଲେ ମଧ୍ୟ ୧୦ରୁ ୧୫ ପ୍ରତିଶତ ପ୍ରାପ୍ତବୟସ୍କଙ୍କଠାରେ ଏଭଳି ଲକ୍ଷଣ ଦେଖାଦେଇଥାଏ। ପ୍ରାଥମିକସ୍ତରରେ ଡାକ୍ତରମାନେ ଏହାର ଉପଚାର କରିପାରିଥାନ୍ତି। ଏହାର ପ୍ରକୋପ ଅଧିକ ହେଲେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟଙ୍କ ପରାମର୍ଶ ନେବାକୁ ପଡ଼ିଥାଏ। କିମ୍ସ-ଭୁବନେଶ୍ୱରରେ ଥିବା ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଏବଂ ହେପାଟୋଲୋଜି ବିଭାଗ ଏବେ ଏହାର ଅତ୍ୟାଧୁନିକ ଚିକିତ୍ସା ପ୍ରଦାନ କରିବାରେ ସଫଳ ହେଇଛି। ଏହି ରୋଗ ସାଧାରଣ ତିନି ଲକ୍ଷଣଯୁକ୍ତ ହୋଇଥାଏ। ପ୍ରଥମତଃ କୋଷ୍ଠକାଠିନ୍ୟ-ଯୁକ୍ତ, ଦ୍ୱିତୀୟରେ ତରଳଝାଡ଼ା-ଯୁକ୍ତ ଓ ତୃତୀୟରେ ଉଭୟ କୋଷ୍ଠକାଠିନ୍ୟ ଓ ତରଳଝାଡ଼ାର ମିଶ୍ରିତ ରହିଥିବା ଲକ୍ଷଣ। ଜଣେ ରୋଗୀଙ୍କଠାରେ ମଧ୍ୟ ଏହି ତିନୋଟିଯାକ ଲକ୍ଷଣ ଦେଖା ଦେଇପାରେ। ସୁସ୍ଥ ଜୀବନଶୈଳୀ ଆପଣାଇ ପାରିଲେ ଏହି ରୋଗରୁ ମୁକ୍ତି ମିଳିବାର ଯଥେଷ୍ଟ ସମ୍ଭାବନା ଥାଏ। ଯେଉଁ ଖାଦ୍ୟ ଦ୍ୱାରା ଏହି ସମସ୍ୟା ସୃଷ୍ଟି ହୋଇଥାଏ, ସେହିସବୁ ଖାଦ୍ୟଠାରୁ ଦୂରେଇ ରହିବା ଓ ନିୟମିତ ବ୍ୟାୟାମ କରିବା ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ଡା. ନାଥ ପରାମର୍ଶ ଦେଇଛନ୍ତି। ଖାଦ୍ୟରେ ଘରୋଇ ଖାଦ୍ୟ ଖାଇବା, ଅତ୍ୟଧିକ ତେଲ ଓ ମସଲାଯୁକ୍ତ ଖାଦ୍ୟ ତଥା ପ୍ରକ୍ରିୟାକରଣ ଖାଦ୍ୟଠାରୁ ଦୂରେଇ ରହିବା ସହ ସମୟକୁ ସମୟ ଖାଦ୍ୟ ଗ୍ରହଣ କରିବା ଉଚିତ। ଖାଦ୍ୟ ଖାଇବା ସମୟରେ ଧୀରେଧୀରେ ଖାଇବା, ଉପଯୁକ୍ତ ପରିମାଣରେ ପାଣି ପିଇବା, ନିୟମିତ ଶାରୀରିକ ବ୍ୟାୟାମ ତଥା ପ୍ରାଣାୟାମ, ମାନସିକ ଶାନ୍ତି ପାଇଁ ଧ୍ୟାନ ଆଦି କଲେ ଏହି ସମସ୍ୟାର ନିୟନ୍ତଣ ହୋଇଥାଏ। ଚା ପିଇବାରେ ନିୟନ୍ତ୍ରଣ ଆଣିବା (ଦିନକୁ ତିନିଥରରୁ ଅଧିକ ନୁହେଁ), ମଦ୍ୟ, ଗ୍ୟାସ୍ଯୁକ୍ତ ଥଣ୍ଡା ପାନୀୟ ଓ ତମାଖୁ ଆଦି ନିହାତି ବର୍ଜନ କରିବା ଜରୁରି। ସେଓ, ଆପ୍ରିକଟ, ବ୍ଲାକ୍ବେରୀ, ଡବାରେ ଥିବା ଫଳ, ଖଜୁରୀ ଓ ଡ୍ରାଏଫ୍ରୁଟ୍ ଆଦି ନ ଖାଇ କଦଳୀ, ମସ୍କମେଲନ, ଅଙ୍ଗୁର, କ୍ୱିୱି, ଲେମ୍ବୁ, କମଳା ଓ ସପୁରୀ ଆଦି ଖିଆଯାଇପାରିବ। ସେହିପରି ପନିପରିବା ମଧ୍ୟରେ ଗାଜର, ବନ୍ଧାକୋବି, ମକା, କାକୁଡ଼ି ଓ ବିନ୍ ଆଦି ଖାଇ ପାରିବେ। ଯେଉଁମାନଙ୍କ ଶରୀରରେ ଲାକ୍ଟୋଜଯୁକ୍ତ ଖାଦ୍ୟ ହଜମ ହୁଏ ନାହିଁ ସେମାନେ ଲାକ୍ଟୋଜ-ଫି୍ର (ଶର୍କରାମୁକ୍ତ) କ୍ଷୀର ଓ ଦୁଗ୍ଧଜାତ ଉତ୍ପାଦ ମଧ୍ୟ ଖାଦ୍ୟ ଭାବେ ଗ୍ରହଣ କରିପାରିବେ ବୋଲି ଡା ନାଥ କହିଛନ୍ତି।
ଏହି ସୁବିଧା ଦ୍ୱାରା ବର୍ଜ୍ୟବସ୍ତୁକୁ ପୁନଃ ବ୍ୟବହାର ଯୋଗ୍ୟ କରାଯାଇପାରିବ ଭୁବନେଶ୍ୱର, ୨୪ ଏପ୍ରିଲ ୨୦୨୩: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ଓଡିଶା ଏବଂ...
ଆବାହାମାନକାଳରୁ ଓଡ଼ିଶାର ପରମ୍ପରାରେ ଦକ୍ଷତା ରହିଛି- ଧର୍ମେନ୍ଦ୍ର ପ୍ରଧାନ ଜି-୨୦ ଜନଭାଗିଦାରୀରେ ଓଡ଼ିଶାବାସୀଙ୍କ ଯୋଗଦାନ ଉତ୍ସାହପୂର୍ଣ୍ଣ, ଜି- ୨୦ର ମ୍ୟାସେବ୍ୟାପୀ ଚାଲିଥିବା କାର୍ଯ୍ୟକ୍ରମରେ ଓଡ଼ିଶାର ୧ ଲକ୍ଷ...
ସଂପ୍ରସାରଣ ଦ୍ୱାରା ବିହନ ପରୀକ୍ଷଣ କ୍ଷେତ୍ରରେ ପ୍ରଭୂତ ଉନ୍ନତି ଘଟିବ: କୃଷି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଭୁବନେଶ୍ୱର, ୨୩/୦୪/ ୨୦୨୩ :ଅଧିକ ଅମଳ ଓ ଉତ୍ପାଦିକତା ବୃଦ୍ଧି...
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସିଭିଲ୍ -୨୦ (ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଏବଂ ଭିନ୍ନକ୍ଷମ ୱାର୍କିଂ ଗ୍ରୁପ୍ ସମ୍ମିଳନୀ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍...
ଲୋ ଭୋଲଟେଜ୍ ସମସ୍ୟାର ସମାଧାନ ଏବଂ ଗ୍ରାମୀଣ ବିଦ୍ୟୁତିକରଣ ସଂପର୍କରେ ସମୀକ୍ଷା ବୈଠକ ଭୁବନେଶ୍ୱର ତା-22.04.2023 :ଗ୍ରୀଷ୍ଣ ଦିନରେ ବିଦ୍ୟୁତ୍ ଶକ୍ତି ବ୍ୟବହାର ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ...
ଓଡ଼ିଶାରେ ଚତୁର୍ଥ ସୋ’ରୁମ୍ର ଶୁଭାରମ୍ଭ ଭୁବନେଶ୍ୱର: ଭାରତର ସବୁଠୁ ବିଶ୍ୱାସଯୋଗ୍ୟ ଓ ଅଗ୍ରଣୀ ଗହଣା ବ୍ରାଣ୍ଡ୍ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଆଜି ଓଡ଼ିଶାର ଭୁବନେଶ୍ୱର ସହରର ପଟିଆରେ...