ଓଡ଼ିଶାର କଳା କ୍ଷେତ୍ରରେ ବିନୋଦ କୁମାର ପଶାୟତ ଓ ଗୁରୁ ଗୋପୀନାଥ ସ୍ୱାଇଁଙ୍କୁ ନାଗରିକ ସମ୍ମାନ
ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ନାଗରିକ ସମ୍ମାନ ସମାରୋହରେ ରାଷ୍ଟ୍ରପତି ଓଡ଼ିଶାର କଳା କ୍ଷେତ୍ରରେ ଯୋଗଦାନ ପାଇଁ ଉଭୟ ବିନୋଦ କୁମାର ପଶାୟତ ଓ ଗୁରୁ ଗୋପୀନାଥ ସ୍ୱାଇଁଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଶ୍ରୀ ବିନୋଦ...
