Main Story

Editor’s Picks

Trending Story

Blog

ଡିଏଭି ବେଦାନ୍ତ ଲାଞ୍ଜିଗଡ଼ର ଛାତ୍ରଛାତ୍ରୀମାନେ ସିବିଏସଇ ପରୀକ୍ଷା ୨୦୨୩ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି

ଲାଞ୍ଜିଗଡ, ୧୯ ମଇ ୨୦୨୩ : ବେଦାନ୍ତ ଲିମିଟେଡ, ଲାଞ୍ଜିଗଡ ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ଏହାର ଦାୟିତ୍ୱରେ ଥିବା ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ...

ନୂତନ ବିଦ୍ୟୁତ୍ ସଂଯୋଗ ଗୋଟିଏ ମିସ୍‌ଡ କଲ୍‌ରେ

ଭୁବନେଶ୍ୱର: କେନ୍ଦ୍ର ଓଡ଼ିଶାରେ ବିଦ୍ୟୁତ୍ ବଂଟନ ଦାୟିତ୍ୱରେ ଥିବା ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌)...

ବେଦାନ୍ତ ଆଲୁମିନିୟମ ଆନ୍ତର୍ଜାତୀୟ ପରିବାର ଦିବସରେ କର୍ମଚାରୀଙ୍କ ‘ଗର୍ବିତ ପରିବାର’ଙ୍କୁ କାରଖାନା ପରିସରରେ ଏକାଠି କରିଛି

ନୂଆଦିଲ୍ଲୀ ୧୮ ମଇ ୨୦୨୩ : ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ଏହାର ଗର୍ବିତ ପରିବାର ପଦକ୍ଷେପ ମାଧ୍ୟମରେ ଏହି ସପ୍ତାହରେ ଶହ ଶହ...

ହାଇକମାଣ୍ଡଙ୍କ ନିକଟରେ ସର୍ତ୍ତ ରଖିଲେ ଶିବକୁମାର: ‘ମୋତେ ପ୍ରଥମ ଅଢ଼େଇ ବର୍ଷ ମୁଖ୍ୟମନ୍ତ୍ରୀ ହେବାକୁ ଦିଆଯାଉ’

ନୂଆଦିଲ୍ଲୀ: କର୍ଣ୍ଣାଟକରେ କିଏ ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ ହଟଚମଟ ଜାରି ରହିଛି | କଂଗ୍ରେସର ଶୀର୍ଷ ନେତୃତ୍ୱ କାହାକୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବେ ସେନେଇ ଦ୍ଵନ୍ଦ୍ବରେ...

ଇମ୍ରାନ ଖାଁଙ୍କ ଲାହୋର ଘରେ ଲୁଚିଛନ୍ତି ୪୦ ଆତଙ୍କବାଦୀ ! ଘରକୁ ଘେରିଲେ ପୁଲିସ୍

ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଲାହୋରରେ ଥିବା ଜମାନ ପାର୍କ ଘରେ ୩୦ରୁ ୪୦ ଆତଙ୍କବାଦୀ ରହିଛନ୍ତି ଓ ଇମ୍ରାନ ସେମାନଙ୍କୁ ଆଶ୍ରୟ...

ବେଦାନ୍ତ ଲାଞ୍ଜିଗଡ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୬୪ଟି ଗ୍ରାମରେ ପ୍ରାୟ ୮୦% ମ୍ୟାଲେରିଆ ହ୍ରାସ କରିବାରେ ସହଯୋଗ

ବିଶ୍ୱ ମ୍ୟାଲେରିଆ ଦିବସରେ କମ୍ପାନି ଏହି ଅଂଚଳର ୧୩ଟି ଗ୍ରାମରେ ଜନ ସଚେତନତା ଅଭିଯାନ ପରିଚାଳନା କରିଛି ଲାଞ୍ଜିଗଡ଼,୧୬ ମେ, ୨୦୨୩ : ଭାରତର ଅଗ୍ରଣୀ ମେଟାର୍ଲଜିକାଲ...

ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ ପ୍ରତିଷ୍ଠା ହେବ ରାଜ୍ୟରେ ପ୍ରଥମ ବୋନ୍ ବ୍ୟାଙ୍କ

କଟକ: ରାଜ୍ୟରେ ପ୍ରଥମ ଅସ୍ତି(ବୋନ୍) ବ୍ୟାଙ୍କ କଟକରେ ଖୋଲିବାକୁ ଯାଉଛି। ଏଥିପାଇଁ ଏସ୍‌ସିବି ମେଡିକାଲ୍ କଲେଜ୍  ଅସ୍ଥିଶଲ୍ୟ(ଅର୍ଥୋପେଡିକ୍‌) ବିଭାଗରେ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତି ସରିଥିବା ବେଳେ ମେସିନ୍‌...

ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକଳ ୧୦ଟାରେ ଫଳାଫଳ ପ୍ରକାଶ ପାଇବ । ମଧ୍ୟାହ୍ନ ୧୨ଟାରେ ଛାତ୍ରଛାତ୍ରୀମାନେ ମାଧ୍ୟମିକ ଶିକ୍ଷା...

କିମ୍‍ସରେ ଖୋଲିଲା ଶିଶୁ ଉଦ୍ୟାନ

ଭୁବନେଶ୍ୱର ୧୪ ।୫: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡିକାଲ୍‍ ସାଇନ୍‍ସେସ୍‍ (କିମ୍‍ସ) ପରିସରରେ ଶିଶୁମାନଙ୍କ ପାଇଁ ଏକ ସୁନ୍ଦର ଶିଶୁ ଉଦ୍ୟାନକୁ କିଟ୍‍, କିସ୍‍ ଓ କିମ୍‍ସ...

ଭାରତୀୟ ଷ୍ଟେଟ ବାଙ୍କ କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳ ର ଏକ ସାଧାରଣ ପରିଷଦ ସଭା ଅନୁଷ୍ଠିତ

ଭାରତୀୟ ଷ୍ଟେଟ ବାଙ୍କ କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳ ର ଏକ ସାଧାରଣ ପରିଷଦ ସଭା ତା 14/05/2023 ଋଖ ରବିବାର ଦିନ ରେଲୱେ ଅଡିଟରିୟମ ଭୁବନେଶ୍ବର...

କିମ୍‍ସରେ ବିଶ୍ୱ ମାତୃ ଦିବସ

ଭୁବନେଶ୍ୱର ୧୪ ୫: ମାଆର ମମତା ଓ ବାତ୍ସଲ୍ୟ ସନ୍ତାନଙ୍କ ଜୀବନର ସ୍ରୋତ ମାଆ ନିଜ ସନ୍ତାନ ପାଇଁ ସମଗ୍ର ଜୀବନ କଷ୍ଟ ସହ୍ୟ କରିଥଏ ଏବଂ ପ୍ରତି ବଦଳରେ ସନ୍ତାନକୁ ପୃଥିବୀର ସର୍ବଶ୍ରେଷ୍ଠ ମଣିଷ ଭାବେ ଗଢ଼ି ତୋଳେ ରବିବାର କିମ୍‍ସ-ଭୁବନେଶ୍ୱର ପରିସରରେ ବିଶ୍ୱତୃ ଦିବସ ପାଳନ ଅବସରରେ କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହା କହିଛନ୍ତି କିମ୍‍ସ ପରିସରରେ ମାଇଁ ମଦର ମାଇଁ ହିରୋ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଶ୍ରୀ ସାମନ୍ତ ନିଜ ଜୀବନରେ ମାଆଙ୍କ ପ୍ରଭାବ ସମ୍ପର୍କରେ କହିବା ସହ ମାଆ ସ୍ୱର୍ଗତ ନୀଳିମାରାଣୀଙ୍କ ସ୍ମୃତିଚାରଣ କରିଥିଲେ। ନୀଳିମାରାଣୀ ନିଜ ଜୀବନକୁ ଜଳାଞ୍ଜଳି ଦେଇ ଶ୍ରୀ ସାମନ୍ତଙ୍କୁ ଜଣେ ସଫଳ ମଣିଷ ଭାବେ ଗଢ଼ି ତୋଳିଥିଲେ। କିନ୍ତୁ ନିଜ ଜୀବନର ଦୀର୍ଘ ୨୫ବର୍ଷର ସଂଘର୍ଷ ମଧ୍ୟରେ ଶ୍ରୀ ସାମନ୍ତ ମାଆଙ୍କ ପ୍ରତି ଯଥେଷ୍ଟ ସମୟ ଦେଇପାରିନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ତେବେ ପ୍ରତ୍ୟେକ ମାଆଙ୍କ ପ୍ରତି ସନ୍ତାନମାନେ ଯତ୍ନଶୀଳ ହେବାକୁ ସେ ଅନୁରୋଧ କରିଥିଲେ । ମାଆଙ୍କ ସ୍ମୃତି ଓ ଅନୁଭୂତିରେ ଶ୍ରୀ ସାମନ୍ତ ଲେଖିଥିବା ‘ମାଇଁ ମଦର ମାଇଁ ହିରୋ’ ପୁସ୍ତକଟି ବେଶ ଲୋକପ୍ରିୟ ହୋଇଥିବା ବେଳେ ବିଶ୍ୱର ପ୍ରାୟ ଶହେଟି ଦେଶର ଲୋକ ଏହି ପୁସ୍ତକ ପଢ଼ିବାର ସୁଯୋଗ ପାଇଛନ୍ତି ବୋଲି ଶ୍ରୀ ସାମନ୍ତ ସୂଚନା ଦେଇଥିଲେ। କିମ୍‍ସରେ ପ୍ରତିବର୍ଷ ମେ ଦ୍ୱିତୀୟ ରବିବାର ବିଶ୍ୱ ମାତୃ ଦିବସ ପାଳନ କରାଯାଇଥାଏ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ (କିମ୍‍ସ) ଉପକୁଳପତି ପ୍ରଫେସର ସିବିକେ ମହାନ୍ତି, କିମ୍‍ସ ମେଡିକାଲ୍‍ କଲେଜ ଅଧ୍ୟକ୍ଷ ପ୍ରଫେସର ଅମ୍ବିକା ପ୍ରସାଦ ମହାନ୍ତି, କିମ୍‍ସ ମେଡିକାଲ୍‍ ଅଧୀକ୍ଷକ ଡା. ରାମଚନ୍ଦ୍ର ଦାସଙ୍କ ସମେତ କିମ୍‍ସର ବହୁ ଡାକ୍ତର ଓ କର୍ମଚାରୀ ଉପସ୍ଥିତ ଥିଲେ।

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ କଂଗ୍ରେସ ନିଯୁକ୍ତ କଲା ତିନି ପର୍ଯ୍ୟବେକ୍ଷକ

ବେଙ୍ଗାଲୁରୁ: କଂଗ୍ରେସକୁ କର୍ଣ୍ଣାଟକରେ ବିପୁଳ ବିଜୟ ମିଳିଛି। ତେବେ ଆଜି ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କଂଗ୍ରେସ ତିନିଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛି। କଂଗ୍ରେସ ଆଜି...

ସିବିଆଇର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହେଲେ କର୍ଣ୍ଣାଟକର ଡିଜିପି ପ୍ରବୀଣ ସୁଦ

ବେଙ୍ଗାଲୁରୁ: ସିବିଆଇର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହେଲେ କର୍ଣ୍ଣାଟକର ଡିଜିପି ପ୍ରବୀଣ ସୁଦ। ପ୍ରବୀଣ ସୁଦ ୧୯୮୬ ବ୍ୟାଚର ଜଣେ ଆଇପିଏସ୍ ଅଧିକାରୀ ଥିବା ବେଳେ ସିବିଆଇ...