Main Story

Editor’s Picks

Trending Story

Blog

ବେଦାନ୍ତ ଝାରସୁଗୁଡା ସହିତ ନିଜ ଭବିଷ୍ୟତକୁ ସୁରକ୍ଷତ କରନ୍ତୁ

ଭୁବନେଶ୍ୱର:ପ୍ରବାହ ନ୍ୟୁଜ୍ : ଦ୍ରୁତ ଗତିରେ ବିକଶିତ ହେଉଥିବା ଶିଳ୍ପ ଦୃଶ୍ୟପଟରେ, ଯେଉଁ ସଂଗଠନଗୁଡ଼ିକ ନିରନ୍ତର ଭାବରେ ସେମାନଙ୍କ ଲୋକଙ୍କ ଉପରେ, ବିଶେଷକରି ସେମାନଙ୍କର ଯୁବ କର୍ମଚାରୀଙ୍କ...

ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍‍ଯାପିତ

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : କିଟ୍‍ ସ୍କୁଲ ଅଫ୍ ଇକୋନୋମିକ୍ସ ଆଣ୍ଡ କମର୍ସ ଓ ଓଡ଼ିଶା ଅର୍ଥନୈତିକ ସଂଘ (ଓଇଏ) ମିଳିତ ସହଯୋଗରେ ଓଇଏର ୫୮ତମ ବାର୍ଷିକ ସମ୍ମିଳନୀ ଓ ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‍ଯାପିତ ହୋଇଯାଇଛି। ଫେବୃଆରୀ ୭ ଓ ୮ ତାରିଖ ଦୁଇ ଦିନ ଧରି ଚାଲିଥିବା ଏହି ସମ୍ମିଳନୀର ବିଷୟବସ୍ତୁ ଥିଲା "ଭାରତ ଓ ବିଶ୍ୱ ବାଣିଜ୍ୟ: ସାମଗ୍ରୀ ଚୁକ୍ତିନାମା ଓ ନୀତି’। ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖ୍ୟାତି ସଂପନ୍ନ ଅର୍ଥନୀତି ବିଶାରଦ ପ୍ରଫେସର ଦୀପକ ନାୟାର ଯୋଗଦେଇ ନିଯୁକ୍ତି ବଢ଼ିଲେ ହିଁ ଅର୍ଥନୀତିର ଅଭିବୃଦ୍ଧି ହେବ ହେବ ବୋଲି କହିଥିଲେ। ବିକାଶଶୀଳ ଦେଶଗୁଡ଼ିକରେ ନିଯୁକ୍ତି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନିଯୁକ୍ତି ଦୃଷ୍ଟିକୋଣରୁ ସାମଗ୍ରିକ ଅର୍ଥନୈତିକ ନୀତିଗୁଡ଼ିକର ପୁନର୍ବିଚାର କରିବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟତମ ଅତିଥି ଭାବେ କିଟ୍ ବିଶ୍ୱବିଦ୍ୟାଳୟର କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଯୋଗଦେଇ କହିଲେ, କିଟ୍ ଓ କିସ୍ ଭଳି ଅନୁଷ୍ଠାନ ସଶକ୍ତ ଅର୍ଥନୀତିର ଉତ୍ତମ ଉଦାହରଣ। ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ସୁକାନ୍ତ ଚନ୍ଦ୍ର ସ୍ୱାଇଁ, ଓଡ଼ିଶା ଇକନୋମିକ୍ ଆସୋସିଏସନର ସଭାପତି ପ୍ରଫେସର ଜଗନ୍ନାଥ ଲେଙ୍କା, ସଂପାଦକ ଡ ହିମାଂଶୁ ଶେଖର ରାଉତ ଓ କିଟ୍ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଡ ଶାଶ୍ୱତ କିଶୋର ମିଶ୍ର ପ୍ରମୁଖ ଯୋଗଦେଇ ଅର୍ଥନୀତି ତଥା ବିଷୟବସ୍ତୁ ଉପରେ ଅଧିକ ଆଲୋଚନା କରିଥିଲେ।  ଏହି ଅବସରରେ ଅନ୍ତର୍ଭୁକ୍ତି ବିକାଶ, ସ୍ଥାୟିତ୍ୱ ଓ ନୀତିଗତ ପ୍ରାସଙ୍ଗିକତାକୁ ଆଗକୁ ବଢ଼ାଇବାରେ ଅର୍ଥନୀତିର କେନ୍ଦ୍ରୀୟ ଭୂମିକା ଉପରେ ବିଭିନ୍ନ ଅଧିବେଶନରେ ଆଲୋଚକମାନେ ଆଲୋଚନା କରିଥିଲେ। ଓଇଏ ସଭାପତି ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କ ନେତୃତ୍ୱରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ସମ୍ପାଦକ ପ୍ରଫେସର ହିମାଂଶୁ ଶେଖର ରାଉତଏହି ସମ୍ମିଳନୀର  ପରିଚାଳନା କରିଥିଲେ। ଉଦ୍‍ଯାପନୀ ଉତ୍ସବରେ ଭାରତୀୟ ପରିସଂଖ୍ୟାନ ପ୍ରତିଷ୍ଠାନ, କୋଲକାତା ପ୍ରଫେସର ଦେବାଶିଷ ମିଶ୍ର ନିଲାମ ଡିଜାଇନର ଅର୍ଥନୀତି ବିଷୟରେ ଆଲୋକପାତ କରିଥିଲେ। ପ୍ରୋତ୍ସାହନ, ସୂଚନା ଓ ରଣନୈତିକ ଆଚରଣ ଦ୍ୱାରା ବଜାର କିପରି ଆକୃତି ପାଇଥାଏ ତା ଉପରେ ସୂଚନା ଦେଇଥିଲେ। ଏହି ସମ୍ମିଳନୀରେ ଯୋଗଦେଇଥିବା ଓଡ଼ିଶା ତଥା ଭାରତର ବିଭିନ୍ନ କୋଣରୁ ୩ଶହରୁ ଊର୍ଦ୍ଧ୍ୱ ବିଶିଷ୍ଟ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌, ନୀତି ନିର୍ଦ୍ଧାରକ, ଗବେଷକ ଓ ଛାତ୍ରଛାତ୍ରୀଙ୍କୁ ବିକାଶ, ସ୍ଥିରତା ତଥା ଭବିଷ୍ୟତର ଅର୍ଥନୈତିକ ମାର୍ଗ ଉପରେ ଏକ ଭିନ୍ନ ଚିନ୍ତାଧାରା ପ୍ରଦାନ କରିଥିଲା।

ଯଦି ସ୍ମାର୍ଟଫୋନ୍‌, ସ୍ମାର୍ଟୱାଚ୍ ଏବଂ ସ୍ମାର୍ଟ ଟିଭି ଆପଣେଇ ପାରୁଛୁ… ତେବେ ସ୍ମାର୍ଟ ମିଟର କାହିଁକି ନୁହେଁ?

ଓଡ଼ିଶାର ଶକ୍ତି ବିତରଣ କ୍ଷେତ୍ରରେ କାର୍ଯ୍ୟରତ ଜଣେ ଯୁବ ମହିଳା ଯନ୍ତ୍ରୀ ତନୁଜା ବେହେରା ଆଜିର ସମୟରେ ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ମତ...

ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡ଼ିସକମ ଗୁଡ଼ିକ ପକ୍ଷରୁ ତିନି ଦିନିଆ ଭିଜିଲାନ୍ସ କର୍ମଶାଳା ଆୟୋଜିତ

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଆଭ୍ୟନ୍ତରୀଣ ଭିଜିଲାନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ଏବଂ ଉପଭୋକ୍ତାଙ୍କ ମଧ୍ୟରେ ଆସ୍ଥା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶାର...

ନନ୍ଦଘର ପିଲାମାନଙ୍କ ପାଇଁ ଏଆଇ-ସକ୍ଷମ ରକ୍ତହୀନତା ଯାଂଚ କାର୍ଯ୍ୟକ୍ରମ ଆରମ୍ଭ କରିଛି

-ରକ୍ତହୀନତା ମୁକ୍ତ ଭାରତ ଓ ଜାତୀୟ ସ୍ୱାସ୍ଥ୍ୟ ନୀତି ସହିତ ସମନ୍ୱିତ-ନନ୍ଦଘରରେ ସ୍ୱତନ୍ତ୍ର ରକ୍ତ ହୀନତା ଯାଂଚ ଶିବିର ଅନୁଷ୍ଠିତ ହେବ-ପର୍ଯ୍ୟାୟ୧ ଓଡ଼ିଶା, ଛତିଶଗଡ଼ ଓ ରାଜସ୍ଥାନକୁ...

ବେଦାନ୍ତ ଆଲୁମିନିୟମର ‘ମିଲାପ’ କିପରି କଳାହାଣ୍ଡିରେ ଗୋଷ୍ଠୀଗତ ଯୋଗଦାନକୁ ନୂଆ ରୂପ ଦେଉଛି

କଳାହାଣ୍ଡି : କଳାହାଣ୍ଡି ଭଳି ଅଂଚଳରେ ସମୁଦାୟ ସହ ସମ୍ପୃକ୍ତି କିମ୍ବା ସଂଯୋଗ କ୍ବିଚତ ବ୍ୟାପକ ଓ ଆକର୍ଷଣୀୟ ହୋଇଥାଏ। ଏହା ‌ହେଉଛି ନିରନ୍ତରତା, ବିଶ୍ବାସ ଓ...

ବେଦାନ୍ତ ଆଲୁମିନିୟମ ବିଲେଟ୍ ଉତ୍ପାଦନ କ୍ଷମତାକୁ ୮୩୦ କେଟିପିଏକୁ ବୃଦ୍ଧି କରିଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମର ଉତ୍ପାଦକ ତଥା ଦେଶର ଅଗ୍ରଣୀ ବିଲେଟ୍ ନିର୍ମାତା, ବେଦାନ୍ତ ଆଲୁମିନିୟମ, ଓଡ଼ିଶାର ଝାରସୁଗୁଡା କାର୍ଯ୍ୟରେ ଏହାର ବିଲେଟ୍ ଉତ୍ପାଦନ କ୍ଷମତାକୁ...

ଅନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଯୋଗଦେବା ପାଇଁ ରୋମାନିଆ ଯିବେ କିସ୍‍ର ୧୦ ଛାତ୍ରୀଛାତ୍ରୀ 

ପ୍ରବାହ ନ୍ୟୁଜ୍ : ଓଡ଼ିଶାର ଜନଜାତି ଭାଷାରେ ପରିବେଷଣ ହେବ ପ୍ରଖ୍ୟାତ ନାଟ୍ୟକାର ସେକ୍‍ସପିଅରଙ୍କ ନାଟକ । ରୋମାନିଆରେ ଏହି ନାଟକ ପରିବେଷଣ କରିବେ କିସ୍‍ର ଛାତ୍ରଛାତ୍ରୀ...

ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ବ୍ୟାପକ ସଡ଼କ ସୁରକ୍ଷା ଅଭିଯାନ ମାଧ୍ୟମରେ ଶୂନ୍ୟ କ୍ଷ୍ୟତି ମିଶନକୁ ସୁଦୃଢ଼ କରିଛି

ଭୁବନେଶ୍ୱର, ପ୍ରବାହ ନ୍ୟୁଜ୍ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ରେ ଏହାର କାର୍ଯ୍ୟସ୍ଥଳରେ ସମନ୍ୱିତ ତଥା ପ୍ରଭାବଶାଳୀ ସଡ଼କ ସୁରକ୍ଷା...

ବେଦାନ୍ତ ଲିମିଟେଡ ରେକର୍ଡ ସହିତ ତୃତୀୟ ତ୍ରୈମାସିକ ରିପୋର୍ଟ ପ୍ରକାଶ କରିଛି: ଲାଭ ୬୦% ବୃଦ୍ଧି ପାଇ ୭,୮୦୭ କୋଟି ଟଙ୍କାରେ ପହଂଚିଛି, ରାଜସ୍ୱ ୧୯% ବୃଦ୍ଧି ପାଇଛି

ଭୁବନେଶ୍ୱର, ପ୍ରବାହ ନ୍ୟୁଜ୍ : ବେଦାନ୍ତ ଲିମିଟେଡ (ଈଝଋ: ୫୦୦୨୯୫ ଌ ଘଝଋ: ଠଋଊଖ) ୩୧ ଡିସେମ୍ବର ୨୦୨୫ ରେ ଶେଷ ହୋଇଥିବା ତୃତୀୟ ତ୍ରୈମାସିକ ଏବଂ...

ସିଆଇଆଇ ଏଣ୍ଟରପ୍ରାଇଜ୍ ଓଡ଼ିଶା କନକ୍ଲେଭରେ ଶକ୍ତି ବିଭାଗର ପାଭିଲିୟନକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଟିପିସିଓଡିଏଲ୍ ପକ୍ଷରୁ ଉପଭୋକ୍ତା-କୈନ୍ଦ୍ରିକ ପଦକ୍ଷେପ ପ୍ରଦର୍ଶିତ ରାଉରକେଲାରେ ଚାଲିଥିବା ସିଆଇଆଇ ଏଣ୍ଟରପ୍ରାଇଜ୍ ଓଡ଼ିଶା କନକ୍ଲେଭରେ ଓଡ଼ିଶାର ଶକ୍ତି କ୍ଷେତ୍ରରେ ଭିଜନକୁ ପ୍ରଦର୍ଶନ କରିବା ପାଇଁ ଓଡ଼ିଶା ସରକାରଙ୍କ...

ବେଦାନ୍ତ ଆଲୁମିନିୟମ କର୍ମଚାରୀ ତଥା ସମ୍ପ୍ରଦାୟର ଅଂଶଗ୍ରହଣ ସହିତ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରିଛି

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏହାର କାର୍ଯ୍ୟରେ କର୍ମଚାରୀ, ପରିବାର, ଛାତ୍ର ଏବଂ ସ୍ଥାନୀୟ ସମ୍ପ୍ରଦାୟକୁ ଏକତ୍ର କରି ଭାରତର...

ବେଦାନ୍ତ ଆଲୁମିନିୟମ ଓଡ଼ିଶା ଏବଂ ଛତିଶଗଡ଼ରେ ଜାତୀୟ କନ୍ୟା ଦିବସ ପାଳନ

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଗ୍ରାମୀଣ ଓଡ଼ିଶା ଏବଂ ଛତିଶଗଡ଼ରେ ଏହାର କାର୍ଯ୍ୟ ପରିସରଭୁକ୍ତ ଅଂଚଳର ଝିଅ ଏବଂ ଯୁବତୀମାନଙ୍କୁ...

ବେଦାନ୍ତ ଭାରତର ଉତ୍ପାଦନ କ୍ଷେତ୍ରରେ ୨,୫୦୦ କୋଟି ଟଙ୍କାର ସର୍ବବୃହତ କର୍ମଚାରୀ ଇକ୍ୱିଟି ଅନୁଦାନ ପ୍ରଦାନ

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଭାରତର ଅଗ୍ରଣୀ ଧାତୁ, ତୈଳ ଏବଂ ଗ୍ୟାସ, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ଶକ୍ତି ଏବଂ ପ୍ରଯୁକ୍ତିବିଦ୍ୟା ସମନ୍ୱୟ ବେଦାନ୍ତ ଲିମିଟେଡ୍ (ଏନଏସଇ:ଭିଇଡିଏଲ) ଗତ...

କିସରେ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ ଉପରେ ଦିନିକିଆ ଜାତୀୟ ଆଲୋଚନାଚକ୍ର

ଯୋଗଦେଲେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଭୁବନେଶ୍ୱର, ପ୍ରବାହ ନ୍ୟୁଜ୍ : ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ...