ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ଦୁଇଟି ବର୍ଗରେ ଜାତୀୟ ସିଏସ୍ଆର୍ ପୁରସ୍କାର – ୨୦୨୦
ନୂଆଦିଲ୍ଲୀ/ଭୁବନେଶ୍ବର, ଅଗଷ୍ଟ ୨୨: କର୍ପୋରେଟ୍ ସାମାଜିକ ଦାଇତ୍ଵ (ସିଏସ୍ଆର୍) କାର୍ଯ୍ୟ ନିମନ୍ତେ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ପ୍ରଦାନ କରାଯାଉଥିବା ସମ୍ମାନଜନକ ଜାତୀୟ ସିଏସ୍ଆର୍ ପୁରସ୍କାର – ୨୦୨୦ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) କୁ...
