ଆମରାଜ୍ୟ

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ବରଗଡ଼ ଗସ୍ତ: ନିର୍ମାଣାଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

ଭୁବନେଶ୍ୱର, ତା.୨୦/୦୫/୨୦୨୩ ତିନି ଦିନ ବ୍ୟାପୀ ବିଭିନ୍ନ ଜିଲ୍ଲା ଗସ୍ତରେ ଥିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ...

ସାଧାରଣ ଜନତାଙ୍କ କଲ୍ୟାଣ ପ୍ରଶାସନିକ ଅଧିକାରୀଙ୍କ ମୂଳମନ୍ତ୍ର ହେଉ: ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

କାର୍ଯ୍ୟକ୍ଷେତ୍ରରେ ମାନବୀୟ ସ୍ପର୍ଶ ରଖି ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ପ୍ରୋବେସନାରୀ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ପରାମର୍ଶ ଭୁବନେଶ୍ୱର, ୨୦/୦୫/୨୦୨୩ ସାଧାରଣ...

କିମ୍‍ସରେ ଟ୍ରମା କେୟାର ଉପରେ କର୍ମଶାଳା

ଭୁବନେଶ୍ୱର୨୦ା୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ (କିମ୍‌ସ)ରେ ଆଡ୍‍ଭାନ୍‍ସଡ୍‍ ଟ୍ରମା କେୟାର ଉପରେ  ଦୁଇ ଦିନିଆ କର୍ମଶାଳା ଓ ନିରନ୍ତର ଡାକ୍ତରୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ...

ଡିଏଭି ବେଦାନ୍ତ ଲାଞ୍ଜିଗଡ଼ର ଛାତ୍ରଛାତ୍ରୀମାନେ ସିବିଏସଇ ପରୀକ୍ଷା ୨୦୨୩ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି

ଲାଞ୍ଜିଗଡ, ୧୯ ମଇ ୨୦୨୩ : ବେଦାନ୍ତ ଲିମିଟେଡ, ଲାଞ୍ଜିଗଡ ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ଏହାର ଦାୟିତ୍ୱରେ ଥିବା ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ...

ନୂତନ ବିଦ୍ୟୁତ୍ ସଂଯୋଗ ଗୋଟିଏ ମିସ୍‌ଡ କଲ୍‌ରେ

ଭୁବନେଶ୍ୱର: କେନ୍ଦ୍ର ଓଡ଼ିଶାରେ ବିଦ୍ୟୁତ୍ ବଂଟନ ଦାୟିତ୍ୱରେ ଥିବା ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌)...

ବେଦାନ୍ତ ଲାଞ୍ଜିଗଡ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୬୪ଟି ଗ୍ରାମରେ ପ୍ରାୟ ୮୦% ମ୍ୟାଲେରିଆ ହ୍ରାସ କରିବାରେ ସହଯୋଗ

ବିଶ୍ୱ ମ୍ୟାଲେରିଆ ଦିବସରେ କମ୍ପାନି ଏହି ଅଂଚଳର ୧୩ଟି ଗ୍ରାମରେ ଜନ ସଚେତନତା ଅଭିଯାନ ପରିଚାଳନା କରିଛି ଲାଞ୍ଜିଗଡ଼,୧୬ ମେ, ୨୦୨୩ : ଭାରତର ଅଗ୍ରଣୀ ମେଟାର୍ଲଜିକାଲ...

ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ ପ୍ରତିଷ୍ଠା ହେବ ରାଜ୍ୟରେ ପ୍ରଥମ ବୋନ୍ ବ୍ୟାଙ୍କ

କଟକ: ରାଜ୍ୟରେ ପ୍ରଥମ ଅସ୍ତି(ବୋନ୍) ବ୍ୟାଙ୍କ କଟକରେ ଖୋଲିବାକୁ ଯାଉଛି। ଏଥିପାଇଁ ଏସ୍‌ସିବି ମେଡିକାଲ୍ କଲେଜ୍  ଅସ୍ଥିଶଲ୍ୟ(ଅର୍ଥୋପେଡିକ୍‌) ବିଭାଗରେ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତି ସରିଥିବା ବେଳେ ମେସିନ୍‌...

ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକଳ ୧୦ଟାରେ ଫଳାଫଳ ପ୍ରକାଶ ପାଇବ । ମଧ୍ୟାହ୍ନ ୧୨ଟାରେ ଛାତ୍ରଛାତ୍ରୀମାନେ ମାଧ୍ୟମିକ ଶିକ୍ଷା...

କିମ୍‍ସରେ ଖୋଲିଲା ଶିଶୁ ଉଦ୍ୟାନ

ଭୁବନେଶ୍ୱର ୧୪ ।୫: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡିକାଲ୍‍ ସାଇନ୍‍ସେସ୍‍ (କିମ୍‍ସ) ପରିସରରେ ଶିଶୁମାନଙ୍କ ପାଇଁ ଏକ ସୁନ୍ଦର ଶିଶୁ ଉଦ୍ୟାନକୁ କିଟ୍‍, କିସ୍‍ ଓ କିମ୍‍ସ...

କିମ୍‍ସରେ ବିଶ୍ୱ ମାତୃ ଦିବସ

ଭୁବନେଶ୍ୱର ୧୪ ୫: ମାଆର ମମତା ଓ ବାତ୍ସଲ୍ୟ ସନ୍ତାନଙ୍କ ଜୀବନର ସ୍ରୋତ ମାଆ ନିଜ ସନ୍ତାନ ପାଇଁ ସମଗ୍ର ଜୀବନ କଷ୍ଟ ସହ୍ୟ କରିଥଏ ଏବଂ ପ୍ରତି ବଦଳରେ ସନ୍ତାନକୁ ପୃଥିବୀର ସର୍ବଶ୍ରେଷ୍ଠ ମଣିଷ ଭାବେ ଗଢ଼ି ତୋଳେ ରବିବାର କିମ୍‍ସ-ଭୁବନେଶ୍ୱର ପରିସରରେ ବିଶ୍ୱତୃ ଦିବସ ପାଳନ ଅବସରରେ କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହା କହିଛନ୍ତି କିମ୍‍ସ ପରିସରରେ ମାଇଁ ମଦର ମାଇଁ ହିରୋ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଶ୍ରୀ ସାମନ୍ତ ନିଜ ଜୀବନରେ ମାଆଙ୍କ ପ୍ରଭାବ ସମ୍ପର୍କରେ କହିବା ସହ ମାଆ ସ୍ୱର୍ଗତ ନୀଳିମାରାଣୀଙ୍କ ସ୍ମୃତିଚାରଣ କରିଥିଲେ। ନୀଳିମାରାଣୀ ନିଜ ଜୀବନକୁ ଜଳାଞ୍ଜଳି ଦେଇ ଶ୍ରୀ ସାମନ୍ତଙ୍କୁ ଜଣେ ସଫଳ ମଣିଷ ଭାବେ ଗଢ଼ି ତୋଳିଥିଲେ। କିନ୍ତୁ ନିଜ ଜୀବନର ଦୀର୍ଘ ୨୫ବର୍ଷର ସଂଘର୍ଷ ମଧ୍ୟରେ ଶ୍ରୀ ସାମନ୍ତ ମାଆଙ୍କ ପ୍ରତି ଯଥେଷ୍ଟ ସମୟ ଦେଇପାରିନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ତେବେ ପ୍ରତ୍ୟେକ ମାଆଙ୍କ ପ୍ରତି ସନ୍ତାନମାନେ ଯତ୍ନଶୀଳ ହେବାକୁ ସେ ଅନୁରୋଧ କରିଥିଲେ । ମାଆଙ୍କ ସ୍ମୃତି ଓ ଅନୁଭୂତିରେ ଶ୍ରୀ ସାମନ୍ତ ଲେଖିଥିବା ‘ମାଇଁ ମଦର ମାଇଁ ହିରୋ’ ପୁସ୍ତକଟି ବେଶ ଲୋକପ୍ରିୟ ହୋଇଥିବା ବେଳେ ବିଶ୍ୱର ପ୍ରାୟ ଶହେଟି ଦେଶର ଲୋକ ଏହି ପୁସ୍ତକ ପଢ଼ିବାର ସୁଯୋଗ ପାଇଛନ୍ତି ବୋଲି ଶ୍ରୀ ସାମନ୍ତ ସୂଚନା ଦେଇଥିଲେ। କିମ୍‍ସରେ ପ୍ରତିବର୍ଷ ମେ ଦ୍ୱିତୀୟ ରବିବାର ବିଶ୍ୱ ମାତୃ ଦିବସ ପାଳନ କରାଯାଇଥାଏ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ (କିମ୍‍ସ) ଉପକୁଳପତି ପ୍ରଫେସର ସିବିକେ ମହାନ୍ତି, କିମ୍‍ସ ମେଡିକାଲ୍‍ କଲେଜ ଅଧ୍ୟକ୍ଷ ପ୍ରଫେସର ଅମ୍ବିକା ପ୍ରସାଦ ମହାନ୍ତି, କିମ୍‍ସ ମେଡିକାଲ୍‍ ଅଧୀକ୍ଷକ ଡା. ରାମଚନ୍ଦ୍ର ଦାସଙ୍କ ସମେତ କିମ୍‍ସର ବହୁ ଡାକ୍ତର ଓ କର୍ମଚାରୀ ଉପସ୍ଥିତ ଥିଲେ।

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳକିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

ସ୍ନେହା ନାୟକ କଳାରେ ଓଡ଼ିଶା ଟପ୍‍ପର ଭୁବନେଶ୍ୱର,୧୨ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି...

ଓଏମସି ସମ୍ପ୍ରସାରଣ ଜନଶୁଣାଣୀ ସଫଳ

ଯୋଡା, ୯/୫: କେନ୍ଦୁଝର ଜିଲ୍ଲା ଯୋଡା ଖଣି କ୍ଷେତ୍ର ତଥା ବଡବିଲ ତହସିଲ ଅନ୍ତର୍ଗତ ମେସର୍ସ ଓଡିଶା ମାଇନିଂ କର୍ପୋରେସନ ଲିମିଟେଡର ସର୍ବସାଧାରଣ ଶୁଣାଣୀ ସଫଳ ହୋଇଥିବା...