ଏନ୍ଆଇଆର୍ଏଫ୍ ର୍ୟାଙ୍କିଂଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬ତମ ସ୍ଥାନରେ କିଟ୍
ଭୁବନେଶ୍ୱର, ୫ ।୬: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରତିବର୍ଷ ପ୍ରକାଶ ପାଉଥିବା ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସନାଲ୍ ର୍ୟାଙ୍କିଂ ଫ୍ରେମ୍ ୱାର୍କ (ଏନ୍ଆଇଆର୍ଏଫ୍) ସୋମବାର ପ୍ରକାଶ ପାଇଛି।...