ଭାରତୀୟ ଲ କମିଶନ ଅଧ୍ୟକ୍ଷ ଜଷ୍ଟିସ୍ ଦିନେଶ ମହାଶ୍ୱେରୀଙ୍କ ଦ୍ୱାରା ପ୍ରଥମ କିଟ୍ ଇଣ୍ଟରନ୍ୟାସ୍ନାଲ୍ ମୁଟ୍ କୋର୍ଟ ପ୍ରତିଯୋଗିତା ଉଦ୍ଘାଟିତ
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଭାରତର ୨୩ତମ ଭାରତୀୟ ବିଧି ଆୟୋଗ ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଦିନେଶ ମାହେଶ୍ୱରୀଙ୍କ ଦ୍ୱାରା କିଟ୍ ଲ ସ୍କୁଲରେ...
