ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫: କିଟ୍ ବିଶ୍ୱବିଦ୍ୟାଳୟରୁ ସର୍ବାଧିକ ୪୦ ଖେଳାଳି
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଜୁଲାଇ୧୬ ରୁ ୨୭ ପର୍ଯ୍ୟନ୍ତ ଜର୍ମାନୀର ବର୍ଲିନ, ରାଇନ-ରୁହର ଅଞ୍ଚଳ (ଏସେନ, ବୋଚମ, ଡୁଇସବର୍ଗ, ମୁଲହେଇମ ଆନ ଡେର ରୁହର, ହାଗେନ) ଆଦି ସ୍ଥାନରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫...
