ୟୁପିଇଏସ୍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଉତ୍ତରାଖଣ୍ଡ ୟୁପିଇଏସ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି...
