#rayagada #kalyansinghpur

ନଦୀରେ ଗାଧୋଇବାକୁ ଯାଇ ନିଖୋଜ ଥିବା ଶିଶୁର ମୃତଦେହ ଉଦ୍ଧାର

କଲ୍ୟାଣସିଂହପୁର: ୧୪/୯(ପ୍ରବାହ ନିଉଜ) ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ କରପା ପଞ୍ଚାୟତ କୃଷ୍ଣପାତ୍ରଗୁଡା ଗାଁର ଗାଧୋଇବାକୁ ଯାଇ ନିଖୋଜ ହୋଇଥିବା ବାଳକର ମୃତଦେହ ନାଗାବଳୀ ନଦୀରୁ...